ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ଆସନ୍ତାକାଲିଠୁ ଖୋଲିବ ଶ୍ରୀମନ୍ଦିର। ସକାଳ ୬ରୁ ରାତି ୯ ଯାଏଁ ଶ୍ରୀ ମନ୍ଦିର ଯାଏଁ ଶ୍ରୀମନ୍ଦିର ଖୋଲା। ଏନେଇ SOP ଜାରି ହୋଇଛି।
ଆସନ୍ତାକାଲିଠୁ ଖୋଲିବ ଶ୍ରୀମନ୍ଦିର। ସକାଳ ୬ରୁ ରାତି ୯ ଯାଏଁ ଶ୍ରୀ ମନ୍ଦିର ଯାଏଁ ଶ୍ରୀମନ୍ଦିର ଖୋଲା। ଏନେଇ SOP ଜାରି ହୋଇଛି। ସାନିଟାଇଜେସନ ପାଇଁ ପ୍ରତି ରବିବାର ଦର୍ଶନ ବନ୍ଦ ରହିବ। ଛତିଶା ନିଯୋଗ ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଫେବୃଆରୀ ୧ରୁ ଶ୍ରୀମନ୍ଦିର ଖୋଲିବା ନେଇ ସୂଚନା ଦେଇଥିଲେ। ପୂର୍ବପରି ପଶ୍ଚିମ ଦ୍ଵାର ଦେଇ ପୁରୀ ସହରବାସୀ ପ୍ରବେଶ କରିବେ। ଅନ୍ୟ ଶ୍ରଦ୍ଧାଳୁମାନେ ପୂର୍ବଦ୍ଵାର ଦେଇ ପ୍ରବେଶ କରିବେ।
ପୂର୍ବପରି ରବିବାର ବନ୍ଦ ରହିବ ଶ୍ରୀମନ୍ଦିର। କୋଭିଡ୍ କଟକଣା ଭିତରେ ଦର୍ଶନ କରିବେ ଭକ୍ତ। ୪ ଦିନ ଭିତରର ଆରଟିପିସିଆର୍ ରିପୋର୍ଟ କିମ୍ବା ଟିକାର ଦୁଇଟି ଡୋଜ୍ ନେଇଥିବା ପ୍ରମାଣପତ୍ର ଦେଖାଇବା ବାଧ୍ୟତାମୂଳକ।
No, I've made up my mind about it; and while she remembered how small she was terribly frightened.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।