'ରମି' ଆପର ପ୍ରମୋସନ କରି ଅଡୁଆରେ କ୍ରିକେଟର ସଚିନ ତେନ୍ଦୁଲକର
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
Loading...
ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ବିସିସିଆଇ ଅଧ୍ୟକ୍ଷ ପଦ ଛାଡ଼ିପାରନ୍ତି ସୌରଭ ଗାଙ୍ଗୁଲି । ଏନେଇ ଚର୍ଚ୍ଚା ଜୋର ଧରିଛି । ଗାଙ୍ଗୁଲିଙ୍କ ସ୍ଥାନରେ ରୋଜର ବିନ୍ନି ବିସିସିଆଇ ଅଧ୍ୟକ୍ଷ ହୋଇପାରନ୍ତି ।
ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ବିସିସିଆଇ ଅଧ୍ୟକ୍ଷ ପଦ ଛାଡ଼ିପାରନ୍ତି ସୌରଭ ଗାଙ୍ଗୁଲି । ଏନେଇ ଚର୍ଚ୍ଚା ଜୋର ଧରିଛି । ଗାଙ୍ଗୁଲିଙ୍କ ସ୍ଥାନରେ ରୋଜର ବିନ୍ନି ବିସିସିଆଇ ଅଧ୍ୟକ୍ଷ ହୋଇପାରନ୍ତି । ରୋଜର ବିନ୍ନି ୧୯୮୩ ବିଶ୍ୱକପ୍ ବିଜୟୀ ଦଳର ସଦସ୍ୟ ଥିଲେ । ଏହାସହ ସେ ପୂର୍ବରୁ ବିସିସିଆଇର ସିଲେକସନ୍ କମିଟିର ସଦସ୍ୟ ଥିଲେ । ଏବେ ଜୟ ଶାହା କ୍ରିକେଟ ବୋର୍ଡର ସମ୍ପାଦକ ଥିବା ବେଳେ ସେ ସେହି ପଦରେ ଆଗକୁ କାର୍ଯ୍ୟ କରିବେ ବୋଲି ଚର୍ଚ୍ଚା ହେଉଛି ।ପୂର୍ବରୁ ଆକଳନ କରାଯାଉଥିଲା ଯେ, ଗାଙ୍ଗୁଲିଙ୍କ ପରେ ହୁଏତ ଜୟ ଶାହା ବିସିସିଆଇ ଅଧ୍ୟକ୍ଷ ହୋଇପାରନ୍ତି । ହେଲେ ରୋଜର ବିନ୍ନିଙ୍କ ନାଁ ସାମ୍ନାକୁ ଆସିବା ପରେ ଏକ ନୂଆ ସମୀକରଣ ସୃଷ୍ଟି ହୋଇଛି । ଅନ୍ୟପକ୍ଷରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ଆଇସିସିର ଅଧ୍ୟକ୍ଷ ପଦ ପାଇଁ ଭାରତ ପକ୍ଷରୁ ଗାଙ୍ଗୁଲି ପ୍ରାର୍ଥୀ ହେବାର ସମ୍ଭାବନା ରହିଛି । ବିସିସିଆଇ ଅଧ୍ୟକ୍ଷ ପଦ ପାଇଁ ଅକ୍ଟୋବର ୧୮ରେ ନିର୍ବାଚନ ହେବାକୁ ଥିବା ବେଳେ ୧୧ ଓ ୧୨ ତାରିଖରେ ପ୍ରାର୍ଥୀମାନେ ନାମାଙ୍କନ ଭରିପାରିବେ । ଅକ୍ଟୋବର ୧୪ ସୁଦ୍ଧା ନାମାଙ୍କନ ପ୍ରତ୍ୟାହାରର ସମୟ ରହିଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
ଆପଲ୍ର ନୂଆ ଆଇଫୋନ୍-୧୫ ପ୍ରୋ ସିରିଜ୍ରେ ତାତି ସମସ୍ୟା ଦେକାଦେଇଛି। କଂପାନି ପକ୍ଷରୁ କୁହାଯାଇଛି ଯେ ଇନ୍ଷ୍ଟାଗ୍ରାମ୍, ଉବର୍ ଭଳି ଆପ୍ ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଛି।
ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ହୋଇଥିବା ବିସ୍ଫୋରଣ ଘଟଣା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମାମଲାରେ ବିସ୍ତୃତ ରିପୋର୍ଟ ଦାଖଲ କରିନଥିବାରୁ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି) ଭୁବନେଶ୍ବର-କଟକ ପୁଲିସ କମିସନରଙ୍କୁ ସର୍ତ୍ତମୂଳକ ସମନ ଜାରି କରିଛନ୍ତି।