ଆସନ୍ତାବର୍ଷରୁ ୬ଟି ଦଳଙ୍କୁ ନେଇ ମହିଳା ଆଇପିଏଲ୍ ଖେଳିବା BCCI
ଗତବର୍ଷ କରୋନା ସଂକ୍ରମଣ ଯୋଗୁଁ ଆଇପିଏଲ୍ ୨ଟି ଭାଗରେ ଖେଳା ଯାଇଥିବା ବେଳେ ମହିଳା ଟ୍ବେଣ୍ଟି୨୦ ଚ୍ୟାଲେଞ୍ଜ୍ ଖେଳା ଯାଇନଥିଲା। ଗତମାସ ଆଇପିଏଲ୍ ପରିଚାଳନା ପରିଷଦ ବୈଠକରେ ମହିଳା ଆଇପିଏଲ୍ ଆୟୋଜନ ନେଇ ନିଷ୍ପତ୍ତି ନିଆଯାଇଛି ବୋଲି ଜାଣିବାକୁ ମିଳିଛି।