Loading...

ଖେଳ

କାଦମ୍ବିନୀର କଭର ପେଜରେ ଦୂତୀ ଓ ତାଙ୍କ ପାର୍ଟନର

କାଦମ୍ବିନୀର କଭର ପେଜରେ ଦୂତୀ ଓ ତାଙ୍କ ପାର୍ଟନର

ପ୍ରଥମଥର ପାଇଁ ପାର୍ଟନରଙ୍କ ସହ ସାମ୍ନାକୁ ଆସିଛନ୍ତି ଅନ୍ତର୍ଜାତୀୟ ଧାବିକା ତଥା ଅଲିମ୍ପିଆନ ଦୂତୀ ଚାନ୍ଦ । ରାଜ୍ୟର ଏକ ପ୍ରତିଷ୍ଠିତ ପାରିବାରିକ ପତ୍ରିକା କାଦମ୍ବିନୀର କଭର ପେଜ୍ ଫଟୋସୁଟ୍ ଅବସରରେ ଦୁଇ ଜଣଙ୍କୁ ଏକାଠି ଦେଖିବାକୁ ମିଳିଛି ।

ସ୍ମୃତି ମନ୍ଧାନାଙ୍କୁ ମହିଳା କ୍ରିକେଟର ଅଫ୍ ଦ ଇୟର ଭାବେ ଘୋଷଣା କଲା ICC

ସ୍ମୃତି ମନ୍ଧାନାଙ୍କୁ ମହିଳା କ୍ରିକେଟର ଅଫ୍ ଦ ଇୟର ଭାବେ ଘୋଷଣା କଲା ICC

ଭାରତୀୟ ମହିଳା କ୍ରିକେଟ ଟିମର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କୁ ଆଇସିସି ପକ୍ଷରୁ କ୍ରିକେଟର ଅଫ୍ ଦ ଇୟର ପୁରସ୍କାର ପ୍ରଦାନ କରାଯାଇଛି ।

ଆଇପିଏଲ ୨୦୨୨: ‘ଲକ୍ଷ୍ନୌ ସୁପର ଜିଆଣ୍ଟ’ ନାଁରେ ପଡିଆକୁ ଓଲ୍ହାଇବ ଲକ୍ଷ୍ନୌ ଟିମ

ଆଇପିଏଲ ୨୦୨୨: ‘ଲକ୍ଷ୍ନୌ ସୁପର ଜିଆଣ୍ଟ’ ନାଁରେ ପଡିଆକୁ ଓଲ୍ହାଇବ ଲକ୍ଷ୍ନୌ ଟିମ

ଲକ୍ଷ୍ନୌ ଟିମର ମାଲିକ ସଂଜୀବ ଗୋଏଙ୍କା ଟିମର ନାଁ ‘ଲକ୍ଷ୍ନୌ ସୁପର ଜିଆଣ୍ଟ’ ରଖାଯାଇଥିବା ନେଇ ଘୋଷଣା କରିଛନ୍ତି। ଆଜି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏହି ନାଁର ଘୋଷଣା କରିଛି ଦଳ ।

ଆଜିଠୁ ଆରମ୍ଭ ହେବ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ

ଆଜିଠୁ ଆରମ୍ଭ ହେବ ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ

ସଂଘର୍ଷପୂର୍ଣ୍ଣ ଟେଷ୍ଟ ଶୃଙ୍ଖଳାର ସମାପ୍ତି ପରେ ବୁଧବାରଠାରୁ ଘରୋଇ ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଦିନିକିଆ ଶୃଙ୍ଖଳା ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ୍‌ ବୋଲାଣ୍ଡ ପାର୍କରେ ଖେଳାଯିବ।

ଟେଷ୍ଟ ଟିମ୍‌ର ଅଧିନାୟକ ପଦ ଛାଡିଲେ ବିରାଟ

ଟେଷ୍ଟ ଟିମ୍‌ର ଅଧିନାୟକ ପଦ ଛାଡିଲେ ବିରାଟ

ଟେଷ୍ଟ ଟିମ୍‌ର ଅଧିନାୟକ ପଦବୀ ଛାଡିଲେ ବିରାଟ କୋହଲି  । ଟୁଇଟ କରି ସୂଚନା ଦେଲେ ବିରାଟ  ।  ପୂର୍ବରୁ ଦିନିକିଆ ଓ ଟି-୨୦ କ୍ୟାପଟେନ୍‌ ପଦ ଛାଡିଥିବାବେଳେ ଆଜି ଟେଷ୍ଟ ପଦବୀ ପରିତ୍ୟାଗ କରିଥିବା ନେଇ ସୂଚନା ଦେଇଛନ୍ତି କୋହଲି  । ବିରାଟ ଲେଖିଛନ୍ତି, ଦୀର୍ଘ ୭ ବର୍ଷ ଧରି କଠିନ ପରିଶ୍ରମ କରିଛି  ।

>