ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
Loading...
ଆସନ୍ତାକାଲି ସାରା ଦେଶ ପାଳିବ ୭୩ ତମ ସାଧାରଣତନ୍ତ୍ର ଦିବସ । କୋଭିଡ କଟକଣା ମଧ୍ୟରେ ଗଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ।
ଆସନ୍ତାକାଲି ସାରା ଦେଶ ପାଳିବ ୭୩ ତମ ସାଧାରଣତନ୍ତ୍ର ଦିବସ । କୋଭିଡ କଟକଣା ମଧ୍ୟରେ ଗଣତନ୍ତ୍ର ଦିବସ ପାଳନ ପାଇଁ ଗାଇଡଲାଇନ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ଗ୍ରାମପଞ୍ଚାୟତ ସ୍ତରରେ ହେବାକୁ ଥିବା ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ୧୦ ତାରିଖରେ ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ଗାଇଡଲାଇନ ଅନୁସାରେ ପାଳନ କରାଯିବ । ସୀମିତ ଲୋକ ଚାହିଁଲେ ଘରେ ପତାକା ଉତ୍ତୋଳନ କରିପାରିବେ । ଏହି ସମୟରେ ୫ଜଣ ହିଁ ରହିପାରିବେ । ବେସରକାରୀ ଅନୁଷ୍ଠାନ ଓ କ୍ଲବ୍ରେ ଗଣତନ୍ତ୍ର ଦିବସ ପାଳନ ବେଳେ ୧୦ରୁ ଅଧିକ ଲୋକ ଉପସ୍ଥିତ ରହିବେନି । ପତାକା ଉତ୍ତୋଳନ ସମୟରେ ସାମାଜିକ ଦୂରତା ରଖିବା ସହ ମାସ୍କ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ।
Shakespeare, in the beautiful garden, among the party. Some of the hall: in fact she was ever to.
ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଶ୍ବିନ କୃଷ୍ଣ ପକ୍ଷ ଷଷ୍ଠୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।
ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ସାଂସଦ ସଞ୍ଜୟ ସିଂଙ୍କୁ ପ୍ରବର୍ତନ ନିର୍ଦ୍ଦେଶାଳୟ ଗିରଫ କରିଛି। ଗିରଫ ପୂର୍ବରୁ ଆପ ସାଂସଦଙ୍କ ସହ ଘନିଷ୍ଟ ଅନ୍ୟମାନଙ୍କ ବାସଭବନରେ ମଧ୍ୟ ଚଢାଉ କରିଥିଲା ।
ଆଗକୁ ବିଧାନସଭା ନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ତିନି ଦଳ। କିଏ କାହା ଉପରେ ଦୋଷାରୋପ କରୁଛି ତ କିଏ କାହା କାମର ବାହାବାନେଇ ଏ ନିର୍ବାଚନ ପାରି ହେବାକୁ ନିଜକୁ ପ୍ରସ୍ତୁତ କରୁଛି ତେବେ ଏଥିମଧ୍ୟରେ ପୁଣି ଦୁଇ ବିଜେଡ଼ି ନେତାଙ୍କୁ ଦଳରୁ ବହିଷ୍କାର କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।