ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ। ବଡ଼ଭାଇ ବଳଭଦ୍ର ଓ ଭଉଣୀ ମା’ ସୁଭଦ୍ରା ବି ଏହି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ବେଶ ପ୍ରସ୍ତୁତି କାମ ଆଜି ଶେଷ ହୋଇଛି।
ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ପଦ୍ମଫୁଲରେ ସଜ୍ଜିତ ହେବେ କାଳିଆ ସାଆନ୍ତ। ବଡ଼ଭାଇ ବଳଭଦ୍ର ଓ ଭଉଣୀ ମା’ ସୁଭଦ୍ରା ବି ଏହି ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ। ଏଥିପାଇଁ ବେଶ ପ୍ରସ୍ତୁତି କାମ ଆଜି ଶେଷ ହୋଇଛି। ବଡ଼ଛତା ମଠ ପକ୍ଷରୁ ପ୍ରଦତ୍ତ ସାମଗ୍ରୀରେ ଶ୍ରୀମନ୍ଦିର ଦୟଣାମାଳ ସେବକ ବସନ୍ତ ରଣାଙ୍କ ନେତୃତ୍ବରେ ସତ୍ୟନାରାୟଣ ବେହେରା, ସନ୍ତୋଷ କୁମାର ମିଶ୍ର, ରଘୁନାଥ ବେହେରା, ବାସୁଦେବ ମହାପାତ୍ର ପ୍ରମୁଖ ପଦ୍ମବେଶ ପ୍ରସ୍ତୁତ କରିଛନ୍ତି। ଆସନ୍ତାକାଲି ସନ୍ଧ୍ୟାଧୂପ ପରେ ଶ୍ରୀମନ୍ଦିରକୁ ପ୍ରସ୍ତୁତ ପଦ୍ମବେଶ ବିଜେ କରିବ। ବଡ଼ସିଂହାର ବେଶରେ ଏହା ଶ୍ରୀଜିଉଙ୍କୁ ଲାଗି ହେବ। ପରଦିନ ଅବକାଶ ପୂର୍ବରୁ ବେଶ ଓଲାଗି ହେବ। ଏ ନେଇ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଯେହେତୁ ବଡ଼ସିଂହାର ବେଶରେ ମହାପ୍ରଭୁଙ୍କୁ ପଦ୍ମବେଶ ଲାଗି ହେବ ଓ ପରେ ପରେ ପହୁଡ଼ ନୀତି ଅନୁଷ୍ଠିତ ହେବ, ସେ ଦୃଷ୍ଟିରୁ ରାତିରେ ଭକ୍ତମାନେ ମହାପ୍ରଭୁଙ୍କ ପଦ୍ମବେଶ ଦର୍ଶନ କରିପାରିବେ ନାହିଁ। ପରଦିନ ମଙ୍ଗଳଆଳତି ପରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ପଦ୍ମବେଶ ଦର୍ଶନ କରିପାରିବେ। ଏହି ଦୃଷ୍ଟିରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ସୁରକ୍ଷା ବ୍ୟବସ୍ଥା ବଢ଼ାଇ ଦିଆଯାଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।