Loading...

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆଜି ମାର୍ଗଶିର କୃଷ୍ଣ ଦଶମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆଜି ମାର୍ଗଶିର କୃଷ୍ଣ ଦଶମୀ ତିଥି ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବ।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.