ଖଡ଼ାଶାଗ ବିକିବାକୁ ‘ଅଡି’ କାର୍ ଚଢ଼ି ଯାଉଛନ୍ତି କେରଳ କୃଷକ
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
Loading...
ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ପରେ ଆଜିଠୁ ପୁଣି ଦର୍ଶନ ସୁଯୋଗ ପାଇବେ ଭକ୍ତ। ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଥିବାରୁ ଆଜି ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ଜମିଛି।
ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବା ପରେ ଆଜିଠୁ ପୁଣି ଦର୍ଶନ ସୁଯୋଗ ପାଇବେ ଭକ୍ତ। ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହୋଇଥିବାରୁ ଆଜି ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ଜମିଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଚାତକ ଭଳି ଚାହିଁ ରହିଥିବା ଭକ୍ତମାନଙ୍କ ଦର୍ଶନ ପୂର୍ବରୁ ଶ୍ରୀମନ୍ଦିରକୁ ବିଶୋଧନ କରାଯାଇଛି। ଅଗ୍ନିଶମ ବିଭାଗର ଦୁଇଟି ବୈଷୟିକ ଦଳ ଶ୍ରୀମନ୍ଦିର ପାର୍ଶ୍ବ ବିଶୋଧନ କରିଛନ୍ତି। ଦମକଳ ବାହିନୀ ସହାୟତାରେ ଶ୍ରୀମନ୍ଦିର ସମ୍ମୁଖ ଭାଗ ସ୍ବତନ୍ତ୍ର ବ୍ୟାରିକେଡ୍, କିଓସ୍କୋ ଅଞ୍ଚଳ, ଜୋତା ଷ୍ଟାଣ୍ଡ, ଚାରିଦ୍ବାରକୁ ସାନିଟାଇଜ୍ କରାଯାଇଛି। ହ୍ୟାଣ୍ଡ ମେସିନ୍ ସାହାଯ୍ୟରେ ବାଇଶି ପାହଚ, କୀର୍ତ୍ତନ ଚକଡ଼ା, ସ୍ନାନବେଦି, ଆନନ୍ଦ ବଜାର ଭଳି ଗହଳି ହେଉଥିବା ଅଞ୍ଚଳକୁ ସାନିଟାଇଜ୍ କରାଯାଇଛି।
ଓମିକ୍ରନ୍ ସଂକ୍ରମଣ ଆତଙ୍କ ଦେଖାଯାଇଥିବାରୁ ଭକ୍ତମାନେ ବ୍ୟାରିକେଡ଼ ମଧ୍ୟରେ ସାମାଜିକ ଦୂରତ୍ୱ ଓ କୋଭିଡର ସମସ୍ତ ନିୟମ ମାନି ଦର୍ଶନ କରିବାକୁ ନିବେଦନ କରାଯାଇଛି। ମନ୍ଦିର ପ୍ରଶାସନର ପୂର୍ବ ନିଷ୍ପତ୍ତି ଅନୁଯାୟୀ ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ବର୍ଷର ଦୁଇଦିନ ପାଇଁ ଶ୍ରୀମନ୍ଦିର ଭକ୍ତଙ୍କ ଦର୍ଶନ ବନ୍ଦ ରହିଥିଲା। ଭକ୍ତ ମାନେ କେବଳ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରୁ ପତିତପାବନଙ୍କୁ ଦର୍ଶନ କରିଥିଲେ।
Shakespeare, in the beautiful garden, among the party. Some of the hall: in fact she was ever to.
ରାସ୍ତାକଡ଼ ହାଟରେ ବିକିବା ପାଇଁ କେରଳର ଜଣେ କୃଷକ ‘ଅଡ଼ି ଏ୪’ କାର୍ରେ ଖଡ଼ା ବୋହି ନେବା ଦୃଶ୍ୟ ସମ୍ପ୍ରତି ସାମାଜିକ ଗଣମାଧ୍ୟମରେ ଚହଳ ପକାଇଛି।
ସିନେମା ‘ମାର୍କ ଆଣ୍ଟନୀ’ ସେପ୍ଟେମ୍ବର ୧୫ ତାରିଖରେ ରିଲିଜ ହୋଇଛି। ଏହି ସିନେମାକୁ ଦର୍ଶକ ଖୁବ ପସନ୍ଦ ବି କରୁଛନ୍ତି। ‘ମାର୍କ ଆଣ୍ଟନୀ’ର ହିନ୍ଦୀ ଭର୍ସନ ସେପ୍ଟେମ୍ବର ୨୮ରେ ରିଲିଜ ହେବ।
ମେ’ ୧୯ରେ ୨୦୦୦ ନୋଟ୍ ନୋଟ୍ ପ୍ରତ୍ୟାହାର ବାବଦରେ ଘୋଷଣା କରିଥିଲା ରିଜର୍ଭ ବ୍ୟାଙ୍କ । ଏହା ମେ’ ୨୩ରୁ ଆରମ୍ଭ ହୋଇଥିଲା ଓ ଆଜି ଏହାର ଶେଷ ଅବଧି ଥିଲା।