ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଏବେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ଦ୍ବାରା ଚୟନ ହେବେ ସରକାରୀ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ। ଆଉ କୌଣସି ବାହାର ସଂସ୍ଥାଙ୍କୁ ନିଯୁକ୍ତି ଲାଗି ଦାୟିତ୍ବ ଦିଆଯିବ ନାହିଁ ।
ଏବେ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ଦ୍ବାରା ଚୟନ ହେବେ ସରକାରୀ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ। ଆଉ କୌଣସି ବାହାର ସଂସ୍ଥାଙ୍କୁ ନିଯୁକ୍ତି ଲାଗି ଦାୟିତ୍ବ ଦିଆଯିବ ନାହିଁ । ଅନ୍ୟାନ୍ୟ ବିଭାଗରେ ହେଉଥିବା ନିଯୁକ୍ତି ପ୍ରକ୍ରିୟା ପରି ଓଏସ୍ଏସ୍ସି ଦ୍ବାରା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ହେବ। ପ୍ରାର୍ଥୀଙ୍କ ଆବେଦନଠାରୁ ଆରମ୍ଭ କରି ପରୀକ୍ଷାଫଳ ପ୍ରକାଶ ପର୍ଯ୍ୟନ୍ତ ସମସ୍ତ କାର୍ଯ୍ୟ ଷ୍ଟାଫ୍ ସିଲେକ୍ସନ କମିସନ କରିବ।ଗଣଶିକ୍ଷା ବିଭାଗ କୌଣସି ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିପାରିବ ନାହିଁ କି ତାହାକୁ ମାନିବାକୁ ଓଏସ୍ଏସ୍ସି ବାଧ୍ୟ ନୁହେଁ। ସୁବିଧା ଅନୁଯାୟୀ ଚୟନ ପ୍ରକ୍ରିୟା କରିବାକୁ ଓଏସ୍ଏସ୍ସିକୁ କ୍ଷମତା ଦିଆଯିବ। ଗତ ଦୁଇଟି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ଆସିବା ପରେ ବିଭାଗ ଏଭଳି ନିଷ୍ପତ୍ତି ନେଇଥିବା କୁହାଯାଉଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।