ଚର୍ଚ୍ଚାରେ ଅଭିନେତା ତଥା ନିର୍ଦ୍ଦେଶକ ରିଷଭ ସେଟ୍ଟୀଙ୍କ କାନ୍ତାରା ଚାପ୍ଟର ୱାନର ପ୍ରଥମ ଟିଜର ରିଲିଜ
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
Loading...
ଆଜି ଡିଏମ୍ଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି ଯେ ହୁଏତ ସରକାରଙ୍କ ଏହି ନିଷ୍ପତ୍ତି ବଦଳିପାରେ।ଏନେଇ DMET ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ପୂର୍ବର ସ୍ଥିତିକୁ ଦେଖି ସରକାର ସ୍କୁଲ୍ ଖୋଲିବା ନିଷ୍ପତ୍ତି ନେଇଥିଲେ।
ଜାନୁଆରୀ ୩ ତାରିଖରୁ ରାଜ୍ୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍ ଖୋଲିବାକୁ ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଥିଲା। କିନ୍ତୁ ଆଜି ଡିଏମ୍ଇଟି ଡାକ୍ତର ରମାରମଣ ମହାନ୍ତି କହିଛନ୍ତି ଯେ ହୁଏତ ସରକାରଙ୍କ ଏହି ନିଷ୍ପତ୍ତି ବଦଳିପାରେ।ଏନେଇ DMET ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ପୂର୍ବର ସ୍ଥିତିକୁ ଦେଖି ସରକାର ସ୍କୁଲ୍ ଖୋଲିବା ନିଷ୍ପତ୍ତି ନେଇଥିଲେ। ସେତେବେଳେ ଓମିକ୍ରନ୍ ଆସିନଥିଲା କିମ୍ବା ସଂକ୍ରମିତ ସଂଖ୍ୟା ବଢ଼ି ନଥିଲା। ହେଲେ ଏବେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ତେଣୁ ସ୍କୁଲ୍ ଖୋଲିବା ନିଷ୍ପତ୍ତି ବଦଳିପାରେ ବୋଲି DMET କହିଛନ୍ତି।
ତେବେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍ ପାଠପଢ଼ା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଥିଲା । ଗୋଟିଏ ପଟେ କରୋନାର ତୃତୀୟ ଲହର ଆଶଙ୍କାରେ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଥିବା ବେଳେ ଅନ୍ୟପଟେ ଛୋଟ ପିଲାଙ୍କ ଜୀବନକୁ ବାଜିରେ ଲଗାଇ ସ୍କୁଲ ଖୋଲିବା କେତେଦୂର ଯୁକ୍ତିଯୁକ୍ତ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
Shakespeare, in the beautiful garden, among the party. Some of the hall: in fact she was ever to.
ଗତ ବର୍ଷ ସାଉଥ ସିନେମାର ଅନେକ ଚଳଚ୍ଚିତ୍ର ରେକର୍ଡ କରିଥିଲା। ଏଥିମଧ୍ୟରୁ ସୁପରଷ୍ଟାର ରିଷଭ ଶେଟ୍ଟୀଙ୍କ ବ୍ଲକ୍ବ୍ଲଷ୍ଟର ଫିଲ୍ମ ‘କାନ୍ତାରା’ ମଧ୍ୟ ରହିଛି।
ଡିସେମ୍ବର ୩୧ ସୁଦ୍ଧା ସରିବ ଟର୍ମିନାଲ କାମ। ନୂଆବର୍ଷରେ ନୂଆ ବସ ଟର୍ମିନାଲକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ଗ୍ରାଉଣ୍ଡକୁ ଯାଇ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ ।
ଡିସେମ୍ବର ୧ ସୁଦ୍ଧା ପ୍ରାୟ ୯୭.୨୬% ୨ ହଜାର ଟଙ୍କିଆ ନୋଟ୍ ଫେରସ୍ତ ଆସିଯାଇଛି ।ଲୋକଙ୍କ ପାଖରେ ଏବେ ବି ୨୦୦୦ ଟଙ୍କିଆ ନୋଟ୍ ରହିଛି। ୨୦୨୩ ମେ ୧୯ ସୁଦ୍ଧା ପ୍ରଚଳନରେ ଥିବା ୨୦୦୦ ଟଙ୍କିଆ ନୋଟ୍ ମଧ୍ୟରୁ ୯୭.୨୬% ଫେରାଇ ଦିଆଯାଇଛି ବୋଲି ରିଜର୍ଭ ବ୍ୟାଙ୍କ ପକ୍ଷରୁ କୁହାଯାଇଛି।