ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ନିୟମିତ ଭାବେ କ୍ଳାସ କରାଯିବ ।ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଆଜିଠୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ କ୍ଳାସର ତଥ୍ୟ ଦିଆଯିବ।
କରୋନାର ତୃତୀୟ ଲହର ଆରମ୍ଭ ହେବା ପରେ ଚଳିତ ମାସ ପ୍ରଥମ ସପ୍ତାହରୁ ବନ୍ଦ ରହିଛି କ୍ଲାସ ରୁମ୍ ଶିକ୍ଷାଦାନ । ଏବେ କରୋନା ତଳମୁହାଁ ହୋଇଥିବା ବେଳେ ଶିକ୍ଷାଦାନକୁ ସ୍ୱାଭାବିକ କରିବାକୁ ନିଆଯାଉଛି ପଦକ୍ଷେପ । ରାଜ୍ୟରେ ମହାମାରୀ କମିଥିଲେ ବି ଏବେ ଆରମ୍ଭ ହେବନି ଅଫ୍ଲାଇନ୍ ପାଠପଢ଼ା। ହେଲେ ଆଜିଠୁ ୟୁଟ୍ୟୁବ୍ରେ ହେବ ପଠାପଢ଼ା। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ଆଜିଠୁ ୟୁଟ୍ୟୁବ୍ରେ ପାଠ ପଢ଼ିବେ।
ଏନେଇ ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ ଓସେପା ପକ୍ଷରୁ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ନୂଆ ନିୟମ ଅନୁଯାୟୀ, ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ନିୟମିତ ଭାବେ କ୍ଳାସ କରାଯିବ ।ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ଆଜିଠୁ ଫେବୃଆରୀ ୧୧ ତାରିଖ ପର୍ଯ୍ୟନ୍ତ କ୍ଳାସର ତଥ୍ୟ ଦିଆଯିବ। ପ୍ରତି ୟୁଟ୍ୟୁବ ଲାଇଭ୍ ଷ୍ଟ୍ରିମିଂ କ୍ଲାସର ଲିଙ୍କ୍ ପୂର୍ବଦିନ ଛାତ୍ରଛାତ୍ରୀଙ୍କ ନିକଟକୁ ପଠାଯିବ । ଏହି ଲିଙ୍କ ହ୍ୱାଟସ ଅପ୍ ଗ୍ରୁପ୍ ମାଧ୍ୟମରେ ଶେଆର କରାଯିବ । ପ୍ରତି କ୍ଳାସର ସମୟ ୩୦ ମିନିଟ୍ ରଖାଯାଇଛି। ରାଜ୍ୟର ଉପାନ୍ତ ଅଞ୍ଚଳରେ ନେଟୱର୍କ ସମସ୍ୟା ଥିବା ବେଳେ ସରକାରଙ୍କ ଏହି ନିଷ୍ପତ୍ତିରେ ପିଲାମାନେ କେତେ ଉପକୃତ ହେବେ ତାହା ଆଗକୁ ଜଣାପଡ଼ିବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।