'ରମି' ଆପର ପ୍ରମୋସନ କରି ଅଡୁଆରେ କ୍ରିକେଟର ସଚିନ ତେନ୍ଦୁଲକର
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
Loading...
ନ୍ୟାୟ ପାଇଁ ଦୀର୍ଘ ୪୪ଦିନର ସଂଘର୍ଷ ପରେ ଶେଷରେ ବୋହୂ ତପସ୍ବିନୀ ଦାଶ ତାଙ୍କର ହକ୍ ପାଇଛନ୍ତି। ତାଙ୍କ ଦ୍ବାରା ରୁଜୁ କରାଯାଇଥିବା ଏକ ଅପିଲ୍ର ଶୁଣାଣି କରି ଜିଲ୍ଲାଜଜ୍ ଆନନ୍ଦ ଚନ୍ଦ୍ର ବେହେରା ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି।
ନ୍ୟାୟ ପାଇଁ ଦୀର୍ଘ ୪୪ଦିନର ସଂଘର୍ଷ ପରେ ଶେଷରେ ବୋହୂ ତପସ୍ବିନୀ ଦାଶ ତାଙ୍କର ହକ୍ ପାଇଛନ୍ତି। ତାଙ୍କ ଦ୍ବାରା ରୁଜୁ କରାଯାଇଥିବା ଏକ ଅପିଲ୍ର ଶୁଣାଣି କରି ଜିଲ୍ଲାଜଜ୍ ଆନନ୍ଦ ଚନ୍ଦ୍ର ବେହେରା ଏକ ଗୁରୁତ୍ବପୂର୍ଣ୍ଣ ରାୟ ଦେଇଛନ୍ତି। ଆଇନ ଅନୁସାରେ ତପସ୍ବିନୀ ହେଉଛନ୍ତି ଡା. ସୁମିତ ସାହୁଙ୍କ ପତ୍ନୀ। ଏଣୁ ତପସ୍ବିନୀ ଶ୍ବଶୁରଙ୍କ ଘରେ ରହି ପାରିବେ ବୋଲି ଜିଲ୍ଲାଜଜ୍ ନିର୍ଦ୍ଦେଶ ଦେଇଥିବା ତାଙ୍କର ଓକିଲ ଦୀପକ ପଟ୍ଟନାୟକ କହିଛନ୍ତି। ସେହିପରି ତପସ୍ବିନୀଙ୍କ ଦୈନନ୍ଦୀନ ଖର୍ଚ୍ଚ ପାଇଁ ଡା. ସୁମିତ ୧୦ତାରିଖ ସୁଦ୍ଧା ୧୭ହଜାର ଟଙ୍କା ପ୍ରଦାନ କରିବେ। ଟଙ୍କା ଗ୍ରହଣ ବାବଦରେ ତପସ୍ବିନୀ ଏକ ରସିଦ୍ ଦେବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ଉଭୟ ପକ୍ଷ ଉଭୟଙ୍କୁ କୌଣସି ପ୍ରକାର ଆକ୍ଷେପ କରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିବା ଆଇନଜୀବୀ ଶ୍ରୀ ପଟ୍ଟନାୟକ କହିଛନ୍ତି।
ବ୍ରହ୍ମପୁର ଏସ୍ଡିଜେଏମ୍ଙ୍କ କୋର୍ଟରେ ତପସ୍ବିନୀଙ୍କ ତରଫରୁ ରୁଜୁ ହୋଇଥିବା ମୂଳ ପିଟିସନ୍ର ଶୁଣାଣି ସରିବା ପର୍ଯ୍ୟନ୍ତ ଜିଲ୍ଲାଜଜ୍ଙ୍କ ଏହି ନିର୍ଦ୍ଦେଶ ବଳବତ୍ତର ରହିବ। ଜିଲ୍ଲାଜଜ୍ଙ୍କ ଏହି ନିର୍ଦ୍ଦେଶନାମାର ନକଲ ବ୍ରହ୍ମପୁର ଏସ୍.ପି., ବ୍ରହ୍ମପୁର ଉପଜିଲ୍ଲାପାଳ, ବୈଦ୍ୟନାଥପୁର ଥାନା ଅଧିକାରୀ ଓ ଛତ୍ରପୁର ସ୍ଥିତ ସୁରକ୍ଷା ଅଧିକାରୀଙ୍କୁ ପ୍ରେରଣ କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବାକୁ କୁହାଯାଇଥିବା ଆଇନଜୀବୀ ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି। ଅନ୍ୟପଟେ ଜିଲ୍ଲାଜଜ୍ଙ୍କ ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟରେ ଅପିଲ୍ କରାଯିବ ବୋଲି ଡା. ସୁମିତଙ୍କ ଓକିଲ ସୁରେନ୍ଦ୍ର ବେହେରା ସୂଚନା ଦେଇଛନ୍ତି।
Shakespeare, in the beautiful garden, among the party. Some of the hall: in fact she was ever to.
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
ଆପଲ୍ର ନୂଆ ଆଇଫୋନ୍-୧୫ ପ୍ରୋ ସିରିଜ୍ରେ ତାତି ସମସ୍ୟା ଦେକାଦେଇଛି। କଂପାନି ପକ୍ଷରୁ କୁହାଯାଇଛି ଯେ ଇନ୍ଷ୍ଟାଗ୍ରାମ୍, ଉବର୍ ଭଳି ଆପ୍ ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଛି।
ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ହୋଇଥିବା ବିସ୍ଫୋରଣ ଘଟଣା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମାମଲାରେ ବିସ୍ତୃତ ରିପୋର୍ଟ ଦାଖଲ କରିନଥିବାରୁ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି) ଭୁବନେଶ୍ବର-କଟକ ପୁଲିସ କମିସନରଙ୍କୁ ସର୍ତ୍ତମୂଳକ ସମନ ଜାରି କରିଛନ୍ତି।