ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ରବିବାର ରାତି ୧.୧୫ରେ ହୃଦଘାତର ଶିକାର ହୋଇଥିଲେ ଅଭିନେତା କୃଷ୍ଣା। ଏହା ପରେ ତୁରନ୍ତ ତାଙ୍କୁ ହାଇଦ୍ରାବାଦର କଣ୍ଟିନେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅ
୨ ମାସ ତଳେ ମା’ଙ୍କୁ ହରାଇ ଦୁଃଖରେ ଭାଙ୍ଗି ପଡ଼ିଥିଲେ ତେଲୁଗୁ ସୁପରଷ୍ଟାର ମହେଶ ବାବୁ। ଏବେ ସେ ବାପଛେଉଣ୍ଡ ବି ହୋଇଗଲେ। ଏଠାରେ ଜଣାଇ ଦେଉଛୁ ଯେ ମହେଶ ବାବୁଙ୍କ ବାପା ତଥା ଅଭିନେତା କୃଷ୍ଣା ରବିବାର ହୃଦଘାତର ଶିକାର ହୋଇ ହାଇଦ୍ରାବାଦ୍ର କଣ୍ଟିନେଣ୍ଟାଲ୍ ହସ୍ପିଟାଲ୍ରେ ଭର୍ତ୍ତି ହୋଇଥିଲେ। ସେଠାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସେ ଆଜି ଭୋର୍ ୪ଟାରୁ ତାଙ୍କର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ଦେହାନ୍ତ ପୂରା ତେଲୁଗୁ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳାଇ ଦେଇଛି।
ମିଳିଥିବା ସୂଚନା ମୁତାବକ, ରବିବାର ରାତି ୧.୧୫ରେ ହୃଦଘାତର ଶିକାର ହୋଇଥିଲେ ଅଭିନେତା କୃଷ୍ଣା। ଏହା ପରେ ତୁରନ୍ତ ତାଙ୍କୁ ହାଇଦ୍ରାବାଦର କଣ୍ଟିନେଣ୍ଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଦେଖି ଡାକ୍ତର ଅଭିନେତା କୃଷ୍ଣାଙ୍କୁ ସିପିଆର ଦେଇଥିଲେ। ଏହା ପରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ଯେ, କୃଷ୍ଣାଜୀଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ଉଲ୍ଲେଖଯୋଗ୍ୟ, ସେପ୍ଟେମ୍ବର ୨୮ରେ ମହେଶ ବାବୁଙ୍କ ମାତା ଘଟ୍ଟାମନେନୀ ଇନ୍ଦିରା ଦେବୀଙ୍କର ଦେହାନ୍ତ ହୋଇଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।