ମାଟ୍ରିକ୍ ଡ୍ରପଆଉଟ୍ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ବ୍ୟବସ୍ଥା କରୁଛି ଗଣଶିକ୍ଷା ବିଭାଗ।ଏ ନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ୨୦୨୧-୨୨ ମସିହାରେ ମାଟ୍ରିକ୍ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ। ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିଲେ। ଚଳିତବର୍ଷ ଅର୍ଥାତ ୨୦୨୨-୨୦୨୩ ମସିହାରେ ୫ ଲକ୍ଷ ୩୨ ହଜାର ୬୦୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେଥିରୁ ୧୩ ହଜାର ୫୮ ଜଣ ପିଲା ପରୀକ୍ଷା ଦେଇନାହାନ୍ତି ବୋ୨୦୨୧-୨୨ ମସିହାରେ ମାଟ୍ରିକ୍ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ। ସେଥିରୁ ୪୫ ହଜାର ୯୧ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇନଥିଲେ। ଚଳିତବର୍ଷ ଅର୍ଥାତ ୨୦୨୨-୨୦୨୩ ମସିହାରେ ୫ ଲକ୍ଷ ୩୨ ହଜାର ୬୦୩ ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେଥିରୁ ୧୩ ହଜାର ୫୮ ଜଣ ପିଲା ପରୀକ୍ଷା ଦେଇନାହାନ୍ତି। ଡ୍ରପ ଆଉଟ ପିଲାଙ୍କ ପାଇଁ ସପ୍ଲିମେଣ୍ଟାରୀ ପରୀକ୍ଷା ବ୍ୟବସ୍ଥା କରୁଛି ଗଣଶିକ୍ଷା ବିଭାଗ।