'ରମି' ଆପର ପ୍ରମୋସନ କରି ଅଡୁଆରେ କ୍ରିକେଟର ସଚିନ ତେନ୍ଦୁଲକର
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
Loading...
ସୁପ୍ରିମକୋର୍ଟରେ କିଏ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ସେନେଇ ଉତ୍ତରାଧିକାରୀ ଚୟନ କରିବାକୁ ବର୍ତ୍ତମାନ ଥିବା ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ୍ଙ୍କୁ କେନ୍ଦ୍ର ସରକାର ଜଣାଇଥିବା ବିଶେଷସୂତ୍ରରୁ ସୂଚନା ମିଳିଛି। ଜଷ୍ଟିସ ୟୁୟୁ ଲଳିତ୍ ନଭେମ୍ବର ୮ରେ ଅବସର ନେବେ। ନିୟମ ଅନୁଯାୟୀ ପ୍ରଧାନ ବିଚାରପତି ପଦଲାଗି ବରିଷ୍ଠତା ଭିତ୍ତିରେ ଚୟନ ହୋଇଥାଏ।
ସୁପ୍ରିମକୋର୍ଟରେ କିଏ ହେବେ ପରବର୍ତ୍ତୀ ପ୍ରଧାନ ବିଚାରପତି। ସେନେଇ ଉତ୍ତରାଧିକାରୀ ଚୟନ କରିବାକୁ ବର୍ତ୍ତମାନ ଥିବା ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ୍ଙ୍କୁ କେନ୍ଦ୍ର ସରକାର ଜଣାଇଥିବା ବିଶେଷସୂତ୍ରରୁ ସୂଚନା ମିଳିଛି। ଜଷ୍ଟିସ ୟୁୟୁ ଲଳିତ୍ ନଭେମ୍ବର ୮ରେ ଅବସର ନେବେ। ନିୟମ ଅନୁଯାୟୀ ପ୍ରଧାନ ବିଚାରପତି ପଦଲାଗି ବରିଷ୍ଠତା ଭିତ୍ତିରେ ଚୟନ ହୋଇଥାଏ।ଯଦି ପ୍ରଚଳିତ ନିୟମକୁ ଅନୁସରଣ କରାଯାଏ ତେବେ ଜଷ୍ଟିସ ୟୁୟୁ ଲଳିତ୍ଙ୍କ ପରେ ବରିଷ୍ଠତା ଭିତ୍ତିରେ ଜଷ୍ଟିସ ଚନ୍ଦ୍ରଚୂଡ଼ ଦେଶର ୫୦ତମ ପ୍ରଧାନ ବିଚାରପତି ହେବାରେ ଯୋଗ୍ୟ ବିବେଚିତ ହୋଇପାରନ୍ତି। ବରିଷ୍ଠତା ଭିତ୍ତିରେ ଜଷ୍ଟିସ ଲଲିତଙ୍କ ତଳେ ଅଛନ୍ତି ଜଷ୍ଟିସ ଡିୱାଇ ଇ.ଚନ୍ଦ୍ରଚୂଡ଼ । ଏଣୁ ଜଷ୍ଟିସ ଲଲିତଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ସେ ଦେଶର ପ୍ରଧାନ ବିଚାରପତି ହୋଇପାରନ୍ତି ବୋଲି ତଥ୍ୟାଭିଜ୍ଞ ମହଲରେ ଆଲୋଚନା ହେଉଛି। ଗତ ଅଗଷ୍ଟ ୨୭ ତାରିଖରେ ଭାରତର ୪୯ତମ ପ୍ରଧାନ ବିଚାରପତି ଭାବେ ବିଚାରପତି ଉଦୟ ଉମେଶ ଲଳିତ ଶପଥ ଗ୍ରହଣ କରିଥିଲେ। ବିଚାରପତି ଲଳିତଙ୍କ ୭୪ ଦିନ କାର୍ଯ୍ୟକାଳ ନଭେମ୍ବର ୮ରେ ଶେଷ ହେଉଛି। ବିଚାରପତି ଲଳିତ ହେଉଛନ୍ତି ବାର୍ରୁ ସିଧାସଳଖ ସୁପ୍ରିମ୍ କୋର୍ଟର ବିଚାରପତି ହୋଇଥିବା ଭାରତର ଦ୍ୱିତୀୟ ପ୍ରଧାନ ବିଚାରପତି। ଏଭଳି ଭାରତର ପ୍ରଥମ ପ୍ରଧାନ ବିଚାରପତି ହୋଇଥିବା ବିଚାରପତି ହେଉଛନ୍ତି ଏସ୍. ଏମ୍. ସିକ୍ରି। ୧୯୭୧ ମସିହା ଜାନୁଆରି ମାସରେ ସେ ଦେଶର ୧୩ଶ ପ୍ରଧାନ ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।
୨୦୧୪ ଅଗଷ୍ଟ ୧୩ରେ ସୁପ୍ରିମ୍ କୋର୍ଟରେ ବିଚାରପତି ଭାବେ ନିଯୁକ୍ତି ପାଇବା ଆଗରୁ ବିଚାରପତି ଲଳିତ ସୁପ୍ରିମ୍ କୋର୍ଟର ବରିଷ୍ଠ ଆଡ୍ଭୋକେଟ୍ ଥିଲେ। ତାଙ୍କର ପିତା ବିଚାରପତି ୟୁ. ଆର୍. ଲଳିତ ଥିଲେ ଜଣେ ବରିଷ୍ଠ ଆଡ୍ଭୋକେଟ୍ ତଥା ବମ୍ବେ ହାଇକୋର୍ଟର ଜଣେ ଅତିରିକ୍ତ ବିଚାରପତି।
Shakespeare, in the beautiful garden, among the party. Some of the hall: in fact she was ever to.
ଅନଲାଇନ ଗେମ୍ ପ୍ରମୋସନକୁ ନେଇ ଅଡୁଆରେ ସଚିନ ତେନ୍ଦୁଲକର । 'ରମି' ଆପର ପ୍ରମୋସନ ପାଇଁ ଭାରତ ରତ୍ନ ତଥା କ୍ରିକେଟର ସଚିନ ତେନ୍ଦୁଲକରଙ୍କ ନାଁରେ ମାମଲା ଉଚ୍ଚ ନ୍ୟାୟାଳୟରେ ପହଞ୍ଚିଛି ।
ଆପଲ୍ର ନୂଆ ଆଇଫୋନ୍-୧୫ ପ୍ରୋ ସିରିଜ୍ରେ ତାତି ସମସ୍ୟା ଦେକାଦେଇଛି। କଂପାନି ପକ୍ଷରୁ କୁହାଯାଇଛି ଯେ ଇନ୍ଷ୍ଟାଗ୍ରାମ୍, ଉବର୍ ଭଳି ଆପ୍ ଯୋଗୁଁ ଏଭଳି ସମସ୍ୟା ଦେଖାଦେଇଛି।
ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ହୋଇଥିବା ବିସ୍ଫୋରଣ ଘଟଣା ପୁଣି ଚର୍ଚ୍ଚାକୁ ଆସିଛି। ଏହି ମାମଲାରେ ବିସ୍ତୃତ ରିପୋର୍ଟ ଦାଖଲ କରିନଥିବାରୁ ଜାତୀୟ ମାନବାଧିକାର ଆୟୋଗ(ଏନ୍ଏଚ୍ଆର୍ସି) ଭୁବନେଶ୍ବର-କଟକ ପୁଲିସ କମିସନରଙ୍କୁ ସର୍ତ୍ତମୂଳକ ସମନ ଜାରି କରିଛନ୍ତି।