Loading...

ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କ ହେବ ଶେଷକୃତ

ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କ ହେବ ଶେଷକୃତ

ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କର ହେବ ଶେଷକୃତ୍ୟ ସମ୍ପନ୍ନ । ଗତକାଲି ତାଙ୍କର ପରଲୋକ ହୋଇଥିଲା । ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ତଥା ଅଭିନେତା ସ୍ବରୂପ ନାୟକ ।

ଆଜି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କର ହେବ ଶେଷକୃତ୍ୟ ସମ୍ପନ୍ନ । ଗତକାଲି ତାଙ୍କର ପରଲୋକ ହୋଇଥିଲା । ଲୋକପ୍ରିୟ ସଂଗୀତ ନିର୍ଦ୍ଦେଶକ, ଗୀତିକାର, ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ତଥା ଅଭିନେତା ସ୍ବରୂପ ନାୟକ । ଓଡ଼ିଆ ଚଳଚ୍ଚିତ୍ର ଜଗତରେ ବିଭିନ୍ନ କ୍ଷେତ୍ରରେ ସେ ସକ୍ରିୟ ଥିଲେ । ସଂଗୀତ ନିର୍ଦ୍ଦେଶନା କ୍ଷେତ୍ରର ସ୍ବରୂପ ନାୟକ ଅବିସ୍ମରଣୀୟ ସ୍ପର୍ଶ ଛାଡ଼ିଯାଇଥିବା ବେଳେ ସାଟାୟର ସଂଗୀତ ପାଇଁ ସେ ଥିଲେ ଲୋକପ୍ରିୟ ।

ସୂଚନାନୁସାରେ, ସ୍ଵରୂପ ନାୟକଙ୍କ ଶେଷକୃତ୍ୟ ରାଜ୍ୟ ସମ୍ମାନ ସହିତ କରାଯିବାନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଵରାଷ୍ଟ୍ର ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।ସ୍ଵରୂପ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.