LIFESTYLE

ବ୍ରେନ୍ ଟ୍ୟୁମର ପାଇଁ ହୋଇପାରେ ହୃଦ୍ ଘାତ ! ଜାଣନ୍ତୁ ଏହାର ଲକ୍ଷଣ

ଆଜିକାଲି ଯୁବପିଢିଙ୍କର ସାଧାରଣ ସମସ୍ୟା ହେଉଛି ମୁଣ୍ଡବିନ୍ଧା। ଯଦି ଆପଣଙ୍କର ସବୁବେଳେ ମୁଣ୍ଡ ବିନ୍ଧୁଛି ତେବେ ସାବଧାନ ହେଇଯାଆନ୍ତୁ। କାରଣ ଏପରି ହେବାଦ୍ୱାରା ଆପଣଙ୍କୁ ବ୍ରେନ୍ ଟ୍ୟୁମରରେ ଶିକାର ହେବାର ଆଶଙ୍କା ରହିଛି । ତେଣୁ ଏହି ସମସ୍ୟାକୁ ଅଣଦେଖା କରିବା ଆଦୌ ଉଚିତ ନୁହେଁ।

ଆସନ୍ତୁ ଜାଣିବା ବ୍ରେନ୍ ଟ୍ୟୁମରର ଲକ୍ଷଣ କଣ ରହିଥାଏ-

  • ସ୍ମରଣଶକ୍ତି ହ୍ରାସ ପାଇବା ମଧ୍ୟ ବ୍ରେନ୍ ଟ୍ୟୁମରର ଏକ ଲକ୍ଷଣ । ଯଦି ଆପଣଙ୍କର କୌଣସି କଥା ମନେରହୁ ନାହିଁ । ଏଥିସହ ଅନ୍ୟସବୁ ସ୍ୱଭାବରେ ପରିବର୍ତ୍ତନ ଦେଖାଦେବା ଯେପରିକି କଥାକହିବା ବେଳେ ଥଙ୍ଗେଇବା,ଶୁଣିବା ଓ ଦୃଷ୍ଟି ଶକ୍ତିରେ ସମସ୍ୟା ଦେଖାଦେବା ହଠାତ୍ ଶରୀରର ମାଂସ ପେଶୀ ବୃଦ୍ଧି ପାଇବାକୁ ଲାଗିଲେ ଏବଂ ଗଳାରେ ସମସ୍ୟା ଦେଖାଦେବା ଆଦି ସମସ୍ୟା ବ୍ର୍ରେନ୍ ଟ୍ୟୁମରର ପ୍ରାଥମିକ ଲକ୍ଷଣ ଅଟେ।
  • ବ୍ରେନ୍ ଟ୍ୟୁମରରେ ଖାସ କରି ହୃଦ୍ ଘାତ ଜନିତ ସମସ୍ୟା ଦେଖାଦେଇଥାଏ। ଯଦି ଆପଣଙ୍କୁ କେବେ ହୃତ୍ ଘାତ ହୁଏ ତେବେ ତତକ୍ଷଣାତ୍ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।
  • ଆପଣ ଯଦି ନିଜ ଶରୀରକୁ ସନ୍ତୁଳିତ କରିପାରୁ ନାହାଁନ୍ତି ତେବେ ଏଥିପ୍ରତି ଧ୍ୟାନ ଦେବା ଉଚିତ । କାରଣ ଟ୍ୟୁମର ଶରୀରରେ ଥିବା କୋଷରାଶିକୁ ପ୍ରଭାବିତ କରିଥାଏ ।ଯାହା ମଣିଷ ଚାଲିବା ସମୟରେ ଅଧିକ ପ୍ରଭାବ ପକାଇଥାଏ।
  • ବ୍ରେନ୍ ଟ୍ୟୁମରର ଚିକିତ୍ସା ମଧ୍ୟ କରାଯାଇପାରିବ। ଏହାର ଚିକିତ୍ସା ଉପଚାର କିମୋଥେରାପି, ରେଡିଏସନ ଥେରାପି, ସର୍ଜରି ଆଦି ବିଭିନ୍ନ ଉପାୟରେ କରାଯାଇପାରିବ । କିନ୍ତୁ ସବୁଠାରୁ ବଡକଥା ହେଲା,ଏହାକୁ ସମୟ ପୂର୍ବରୁ ଚିହ୍ନଟ କରିବା ଅତ୍ୟନ୍ତ ଜରୁରୀ ଅଟେ।

ପଢନ୍ତୁ;

ହୃଦ୍‌ରୋଗ ପାଇଁ ବେଶ ଲାଭଦାୟକ ଗୋଲପ ଫୁଲ! ଆସନ୍ତୁ ଜାଣିବା ଏହି ଫୁଲରେ ଥିବା ଉପକାରୀ ଗୁଣ ସମ୍ପର୍କରେ

Related posts

ସକାଳୁ ଗରମ ଲେମ୍ବୁ ପାଣି ପିଇବା ଦ୍ଵାରା କଣ ଫାଇଦା ମିଳିଥାଏ? ଜାଣନ୍ତୁ

ENO Beuro

ସୁସ୍ଥ ରହିବା ପାଇଁ ଆପଣାନ୍ତୁ ଏହି ଉପାୟ

ENO Beuro

ଯାତ୍ରା ସମୟରେ କେଉଁ ଜିନିଷ ଦେଖିଲେ କଣ ଫଳ ମିଳେ, ଆସନ୍ତୁ ଜାଣିବା

ENO Beuro

2 comments

Leave a Comment