Tag : ପ୍ରବଳ ବର୍ଷା ସମ୍ଭାବନା

News

ବର୍ଷା ଲାଗିରହିବ, ପବନର ବେଗ ବଢିବା ସହ ଆସନ୍ତା ୩୬ ଘଂଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ENO Beuro
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଏବେ ଅବପାତରେ ପରିଣତ ହୋଇଛି ।  ଏହାର ପ୍ରଭାବରେ ଆସନ୍ତା ୩୬ ଘଂଟା ମଧ୍ୟରେ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।