ମେ’ ୧ରୁ ନୂଆ ଶିକ୍ଷାବର୍ଷ: ୧୦୦% ସିଲାବସ୍ରେ ହେବ ପାଠପଢ଼ା
ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି। ବର୍ତ୍ତମାନ ଭଳି ସକାଳୁଆ ସ୍କୁଲ୍ ଚାଲୁ ରହିବ ଓ ଏଥିପାଇଁ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ମେ’ ପହିଲାରୁ ଜୁନ୍ ୫ ପର୍ଯ୍ୟନ୍ତ ସକାଳ ୬ଟାରୁ ୯ଟା ଯାଏ ସ୍କୁଲ୍ ଚାଲିବ।