ନ୍ୟୁଜ୍ ଗତକାଲି ଯୁକ୍ତ ଦୁଇ ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଆଜି କଳା ଓ ବାଣିଜ୍ୟ ପରୀକ୍ଷା 02 Mar, 2023 2 mins read 222 views ଗତକାଲି ବିଜ୍ଞାନ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ଆଜିଠାରୁ ଆରମ୍ଭ ହେଉଛି ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା।
ନ୍ୟୁଜ୍ ଫେବୃଆରୀ ପହିଲାରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା, ୨୯ ସୁଦ୍ଧା କଲେଜରେ ପହଞ୍ଚିବ ପରୀକ୍ଷା ମାଟେରିଆଲ୍ସ 22 Jan, 2023 17 mins read 217 views ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ଆସନ୍ତା ମାର୍ଚ୍ଚ 1 ତାରିଖରୁ ଆରମ୍ଭ ହୋଇ ଏପ୍ରିଲ 5 ତାରିଖରେ ଶେଷ ହେବ । ସେହିପରି ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ 1 ତାରିଖରୁ ଆରମ୍ଭ ହୋଇ 10 ତାରିଖ ଯାଏଁ ଚାଲିବ ।