Tag : 3rd round entry into tournment

SPORTS

ତୃତୀୟ ରାଉଣ୍ଡକୁ ପ୍ରବେଶ କଲେ ;ଶାରାପୋଭା, ହାଲେପ, ଜୋକୋଭିଚ୍‌, ଫେଡେରର

ENO Beuro
ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ୍‌ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଟେନିସ ଚତୁର୍ଥ ଦିନରେ ପହଞ୍ଚିଛି। ଉଭୟ ପୁରୁଷ ଏବଂ ମହିଳା ସିଙ୍ଗଲ୍ସରେ କେତୋଟି ବିପର୍ଯ୍ୟୟକୁ ବାଦ ଦେଲେ ସିଡେଡ ଖେଳାଳିମାନଙ୍କ ବିଜୟ ଅଭିଯାନ ଜାରି ରହିଛି।