Loading...

ଘଟଗାଁ ସଡ଼କ ଦୁର୍ଘଟଣାରେ  ୮ ମୃତକଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଘଟଗାଁ ସଡ଼କ ଦୁର୍ଘଟଣାରେ ୮ ମୃତକଙ୍କୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ଘଟଗାଁ ନିକଟରେ ଏକ ସଡକ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।