Tag : ajit wadekar

News SPORTS

ପରଲୋକରେ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ଅଜିତ ୱାଡେକର

ENO Beuro
ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ଅଜିତ ୱାଡେକର(୭୭)ଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନରୁ ଅସୁସ୍ଥ ଥିଲେ। ଭାରତୀୟ କ୍ରିକେଟ୍‌ ଟିମ୍‌ରେ ସଫଳ ଅଧିନାୟକଙ୍କ ମଧ୍ୟରେ ତାଙ୍କୁ ଗଣତି କରାଯାଇଥାଏ। ଅଜିତ ୱାଡେକର ହେଉଛନ୍ତି