ନ୍ୟୁଜ୍ କାନାଡ଼ାର ନାଗରିକତ୍ୱ ଛାଡ଼ିବେ ଅକ୍ଷୟ କୁମାର 25 Feb, 2023 8 mins read 271 views ସୁପରଷ୍ଟାର ଅକ୍ଷୟ କୁମାର ତାଙ୍କର ଅଭିନୟ ଯାଦୁରେ ଲୋକଙ୍କ ହୃଦୟରେ ଏକ ସ୍ବତନ୍ତ୍ରସ୍ଥାନ ପାଇଛନ୍ତି। ସେ ଏବେ ତାଙ୍କ ଆଗାମୀ ସିନେମା ‘ସେଲଫି’ର ପ୍ରମୋସନ ପାଇଁ ବ୍ୟସ୍ତ ଅଛନ୍ତି।