News

ଆସନ୍ତାକାଲି ରାଜ୍ୟର ସମସ୍ତ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍ ବନ୍ଦ !

ବନ୍ଦ ସମୟରେ ସ୍ୱାସ୍ଥ୍ୟସେବା ପ୍ରଭାବିତ ହେବାର ସମ୍ଭାବନା ରହିଛି ଆସନ୍ତାକାଲି ରାଜ୍ୟର ସମସ୍ତ ଘରୋଇ ହସ୍ପିଟାଲ ବନ୍ଦ ରହିବ । ପାଥୋଲୋଜି, ରେଡିଓଲୋଜି, ଡେଣ୍ଟାଲ ଓ ଫିଜିଓଥେରାପି କେନ୍ଦ୍ରରେ ମଧ୍ୟ ରୋଗୀ ସେବା ମିଳିବ ନାହିଁ

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More