ସମସ୍ତ ୧୧ ହଜାର ଟ୍ରେନ ଏବଂ ୮,୫୦୦ ଷ୍ଟେସନରେ ଲାଗିବ ସିସିଟିଭି କ୍ୟାମେରା : ରେଳ ବଜେଟ ୨୦୧୮ENO BeuroJanuary 23, 2018 by ENO BeuroJanuary 23, 20180119 ଏବେ ସବୁ ଟ୍ରେନ ଓ ଷ୍ଟେସନରେ ଲାଗିବ ସିସିଟିଭି କ୍ୟାମେରା । ରେଳଯାତ୍ରାକୁ ଅପରାଧମୁକ୍ତ ଓ ସୁରକ୍ଷିତ କରିବାକୁ ରେଲବାଇ ଏହି ଯୋଜନା କରୁଛି । ଏହି ଯୋଜନାକୁ କାର୍ଯ୍ୟକାରୀ କରିବାକୁ ପ୍ରାୟ ୧୨