ନ୍ୟୁଜ୍ ନଭେମ୍ବର ୨ ସୁଦ୍ଧା ଶାଶୁଘର ଚାବି ଫେରାଇବେ ବର୍ଷା 28 Oct, 2022 9 mins read 327 views ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅନୁଭବ ମହାନ୍ତି ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ନଭେମ୍ବର ୨ ତାରିଖ ସୁଦ୍ଧା ଶାଶୁ ଘର ଚାବି ଫେରସ୍ତ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।