ନ୍ୟୁଜ୍ କାରୋନା ଆକ୍ରାନ୍ତ ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କରୋନା 04 Jan, 2022 3 mins read 287 views ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ କରୋନା ପଜିଟିଭ । ପଜିଟିଭ ଚିହ୍ନଟ ନେଇ କେଜ୍ରିଓ୍ଵାଲ ଟ୍ଵିଟ୍ କରି ସୂଚନା ଦେଇଛନ୍ତି । ତାଙ୍କ ପାଖରେ କରୋନାର ସମାନ୍ୟ ଲକ୍ଷଣ ଦେଖାଦେଇଛି ।