Loading...

ଆର୍ୟନଙ୍କୁ ମିଳିଲାନି ଜାମିନ

ଆର୍ୟନଙ୍କୁ ମିଳିଲାନି ଜାମିନ

ଆଜି ଆରୟନଙ୍କୁ ଜାମିନ ମିଳିଯିବ ବୋଲି ଆଶା କରାଯାଉଥିବା ବେଳେ ଏନସିବି ଓ ଆରୟନଙ୍କ ଓକିଲଙ୍କ ଯୁକ୍ତି ଶୁଣିବା ପରେ ଅକ୍ଟୋବର ୨୦ପର୍ଯ୍ୟନ୍ତ ରାୟ ସଂରକ୍ଷିତ ରଖିଛନ୍ତି ବିଚାରପତି ଭିଭି ପାଟିଲ।

ଗିରଫ ହେଲେ ପୂର୍ବତନ କ୍ରିକେଟର ଯୁବରାଜ ସିଂହ

ଗିରଫ ହେଲେ ପୂର୍ବତନ କ୍ରିକେଟର ଯୁବରାଜ ସିଂହ

ନିଜର ସାଥୀ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ବିପକ୍ଷରେ ଜାତିଗତ ଟିପ୍ପଣୀ ଦେଇ ସେ ହୋଇଛନ୍ତି ଗିରଫ ।ଜାତିଗତ ଟିପ୍ପଣୀ କରିବା ମାମଲାରେ ହରିୟାଣା ହିସାର ଜିଲ୍ଲାରେ ପୂର୍ବତନ କ୍ରିକେଟର ଯୁବରାଜ ସିଂହଙ୍କୁ ଗିରଫ କରାଯାଇଛି ।