ନ୍ୟୁଜ୍ ଡ୍ରଗ୍ସ ଲିଙ୍କ ମାମଲାରେ ଆର୍ଯ୍ୟନ ଖାନଙ୍କୁ କ୍ଲିନ୍ ଚିଟ୍! 03 Mar, 2022 8 mins read 151 views ବଲିଉଡ ସୁପରଷ୍ଟାର କିଙ୍ଗ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନ ଡ୍ରଗ୍ସ ଲିଙ୍କ ମାମଲାରେ ଆସିଛି ଅନ୍ୟ ଏକ ତଥ୍ୟ ।
ନ୍ୟୁଜ୍ ଖୁବ୍ଶୀଘ୍ର ଡେବ୍ୟୁ କରିବାକୁ ଯାଉଛନ୍ତି ଶାହାରୁଖ୍ ଖାନ୍ଙ୍କ ପୁଅ ଆର୍ଯ୍ୟନ୍ 23 Feb, 2022 10 mins read 125 views ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ଶାହାରୁଖ ଖାନ୍ଙ୍କ ପୁଅ ଆର୍ଯ୍ୟନ୍। ଏଥରକ ଚର୍ଚ୍ଚାରେ ଆସିବାର କାରଣ ହେଉଛି ତାଙ୍କ ଡେବ୍ୟୁ। ତେବେ ଶାହାରୁଖ ପୂର୍ବରୁ ହିଁ କହିସାରିଛନ୍ତି ଯେ ଆର୍ଯ୍ୟନ୍ଙ୍କୁ ଆକ୍ଟିଂରେ ଆଦୌ ଆଗ୍ରହ ନାହିଁ।
ନ୍ୟୁଜ୍ ଆଇପିଏଲ ନିଲାମୀରେ ନଜର ଆସିଲେ ଆର୍ଯ୍ୟନ ଖାନ 12 Feb, 2022 9 mins read 146 views ଆଇପିଏଲ୍ ମେଗା ଅକ୍ସନ୍ ୨୦୨୨ ପୂର୍ବରୁ ଶୁକ୍ରବାର ଦିନ ପ୍ରି-ଆଇପିଏଲ୍ ନିଲାମୀ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ଏହି ସମୟରେ କୋଲକାତା ନାଇଟ୍ ରାଇର୍ଡସ୍ ତରଫରୁ ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍ ଖାନ୍ ଓ ଝିଅ ସୁହାନା ଖାନଙ୍କୁ ସ୍ପଟ୍ କରାଯାଇଥିଲା ।
ନ୍ୟୁଜ୍ ଆର୍ୟନଙ୍କୁ ମିଳିଲାନି ଜାମିନ 27 Dec, 2021 6 mins read 239 views ଆଜି ଆରୟନଙ୍କୁ ଜାମିନ ମିଳିଯିବ ବୋଲି ଆଶା କରାଯାଉଥିବା ବେଳେ ଏନସିବି ଓ ଆରୟନଙ୍କ ଓକିଲଙ୍କ ଯୁକ୍ତି ଶୁଣିବା ପରେ ଅକ୍ଟୋବର ୨୦ପର୍ଯ୍ୟନ୍ତ ରାୟ ସଂରକ୍ଷିତ ରଖିଛନ୍ତି ବିଚାରପତି ଭିଭି ପାଟିଲ।