Tag : Ashok Gehlot

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ହେଲେ ଅଶୋକ ଗେହଲଟ୍‌

ENO Beuro
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଆସନରେ ବସିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ। ଏହି ଦୌଡରେ ଥିବା ସଚିନ ପାଇଲଟଙ୍କୁ ମିଳିଛି ଉପମୁଖ୍ୟମନ୍ତ୍ରୀ ପଦ। ଏହାସହ ପାଇଲଟ ରାଜସ୍ଥାନ କଂଗ୍ରେସର ମୁଖ୍ୟ ଦାୟିତ୍ୱ ମଧ୍ୟ ସମ୍ଭାଳିବେ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More