Tag : Bela pana good for health

LIFESTYLE

ଆସନ୍ତୁ ଜାଣିବା ଘରେ କିପରି ପ୍ରସ୍ତୁତ କରିବେ ବେଲପଣା ?

ENO Beuro
ଓଡ଼ିଆ ନବ ବର୍ଷ ବା ପଣା ସଂକ୍ରାନ୍ତିରେ ଅଧିକାଂଶ ଓଡ଼ିଆ ଲୋକଙ୍କ ଘରେ ପଣା ପ୍ରସ୍ତୁତ ହୋଇଥାଏ । ସମସ୍ତେ ପ୍ରାୟତଃ ବେଲରେ ପଣା ତିଆରି  କରିଥାନ୍ତି ଓ ଅନ୍ୟମାନଙ୍କୁ ମଧ୍ୟ ଦେଇଥାଆନ୍ତି ।