LIFESTYLE

ସକାଳୁ ତେଜପତ୍ର ପାଣି ପିଇବା ଦ୍ଵାରା କଣ ଲାଭ ମିଳିଥାଏ? ଆସନ୍ତୁ ଜାଣିବା ସେ ସମ୍ପର୍କରେ

ENO Beuro
ତେଜପତ୍ରକୁ ମସଲା ଭାବରେ ବ୍ୟବହାର କରାଯାଏ। ତେଜ ପତ୍ରରେ ପ୍ରତୁର ପରିମାଣର କପର୍, ପଟାସିୟମ୍ , କ୍ୟାଲସିୟମ୍, ମ୍ୟାଗ୍ନେସିୟମ୍, ସେଲେନିୟମ୍ ଏବଂ ଆଇରନ୍ ଅଛି। ଲୋକମାନେ ତେଜପତ୍ରକୁ ଯଦିଓ ମସଲା ଭାବରେ ବ୍ୟବହାର କରନ୍ତି

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More