Tag : bharti

Entertainment

ହସ୍ପିଟାଲରେ ଭର୍ତ୍ତି ହେଲେ ଭାରତୀ ଏବଂ ପତି ହର୍ଷ

ENO Beuro
ହାସ୍ୟଅଭିନେତ୍ରୀ ଭାରତୀ ସିଂହ ଓ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଉଭୟ ଡେଙ୍ଗୁ ଜ୍ୱରରେ ପୀଡ଼ିତ ହୋଇଥିବା ଜଣାପଡ଼ିଛି। ଡାକ୍ତରଙ୍କ ପରାମର୍ଶ ଅନୁସାରେ ସେମାନଙ୍କୁ ମୁମ୍ୱାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି