ପୁଣି ଲେଉଟିଲା ତାତି : ଭୁବନେଶ୍ଵର ସର୍ବାଧିକ ୪୧.୨ ଡିଗ୍ରୀENO BeuroApril 17, 2018 by ENO BeuroApril 17, 20180124 ୧୦ ସହର ୪୦ ଡିଗ୍ରୀ ତାତିରେ ଜଳିଲା ରାଜ୍ୟର ବିଭିନ୍ନ ସ୍ଥାନରେ ଖରାର ପ୍ରଭାବ ଜାରି ରହିବ। କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିବ। ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଗତକାଲି