Loading...

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଭୁବନେଶ୍ୱର ମାର୍କେଟ୍‌ ବିଲ୍ଡିଂ

ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେଲା ଭୁବନେଶ୍ୱର ମାର୍କେଟ୍‌ ବିଲ୍ଡିଂ

ବନ୍ଦ ହେଲା ମାର୍କେଟ୍ ବିଲଡିଂ । ଉଠା ଦୋକାନୀଙ୍କୁ ଉଠାଇବା ଦାବିରେ ବନ୍ଦ ହୋଇଛି । ଜଣେ ଉଠାଦୋକାନୀ ମାର୍କେଟ୍ ବିଲଡିଂରେ ଥିବା ଜଣେ ଦୋକାନୀଙ୍କୁ ଧମକ ଚମକ ଦେଇଥିଲେ ।

ଭୁବନେଶ୍ୱର ଡିସିପି ଅଫିସ୍ ସିଲ୍‌ କଲା BMC

ଭୁବନେଶ୍ୱର ଡିସିପି ଅଫିସ୍ ସିଲ୍‌ କଲା BMC

ଭୁବନେଶ୍ବର ଡିସିପି ଅଫିସରୁ ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ । କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ବିଏମସି । ଡିସିପି ଅଫିସରୁ ଏକାଧିକ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।