Loading...

ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଭିକେ ପାଣ୍ଡିଆନ୍

ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗଦେଲେ ଭିକେ ପାଣ୍ଡିଆନ୍

ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ଭିକେ ପାଣ୍ଡିଆନ ଆଜି ବିଦ୍ଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି।