• Home
  • bjp president amit saha's two day visit to odisha
News

ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଅମିତ ଶାହା,ଅପରାହ୍ଣରେ ବୈଠକ!

Krishna Kumar Manoj
ଓଡ଼ିଶା ଗସ୍ତରେ ଅମିତ ଶାହା ଆଜି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି-ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା।୨୦୧୯ରେ ମିଶନ୍‌-୧୨୦କୁ ସଫଳ କରିବାକୁ ଯୁବ ବାହିନୀଙ୍କୁ ମନ୍ତ୍ର ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More