ଆସନ୍ତୁ ଜାଣିବା ଏଥର ରେଳ ବଜେଟରେ ଓଡ଼ିଶାର ଭାଗ କେତେ
୨୦୨୨-୨୩ ରେଳ ବଜେଟରେ ଓଡ଼ିଶାକୁ ମିଳିଲା କେତେ ? ଏହି ପ୍ରଶ୍ନର ଉତ୍ତର ଧିରେ ଧିରେ ଆସିବାରେ ଲାଗିଛି ।
Loading...
୨୦୨୨-୨୩ ରେଳ ବଜେଟରେ ଓଡ଼ିଶାକୁ ମିଳିଲା କେତେ ? ଏହି ପ୍ରଶ୍ନର ଉତ୍ତର ଧିରେ ଧିରେ ଆସିବାରେ ଲାଗିଛି ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ସଂସଦରେ ସାଧାରଣ ବଜେଟ୍ ଉପସ୍ଥାପନ କରିଛନ୍ତି।
ଲୋକସଭାରେ ମୋଟ୍ ୩୯.୪୫ ଲକ୍ଷ କୋଟି ଟଙ୍କାର ବଜେଟ୍ ଉପସ୍ଥାପିତ। ୪ର୍ଥ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଦିନ ୧୧ଟାରେ ଲୋକସଭାରେ ବଜେଟ ଆଗତ କରିବେ । ଏହି ବଜେଟରେ ଛୋଟ କୃଷକଙ୍କୁ ବଡ ଉପହାର ଦେଇପାରନ୍ତି ମୋଦି ସରକାର ।
ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ୨୦୨୧-୨୨ ବର୍ଷ ପାଇଁ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି ।
ସଂସଦର ବଜେଟ୍ ଅଧିବେଶନ ଆଜିଠାରୁ ଆରମ୍ଭ ହୋଉଛି । ସଂସଦରେ ଉଭୟ ଅଧିବେଶନକୁ ସମ୍ବୋଧିତ କରୁଛନ୍ତି ରାଷ୍ଟ୍ରପତି ।
ଆଜିଠୁ ଆରମ୍ଭ ହେଉଛି ସଂସଦରେ ବଜେଟ ଅଧିବେଶନ । ପ୍ରଥମ ଦିନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଉଭୟ ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କୁ ସମ୍ବୋଧନ କରିବେ ।
ବଜେଟକୁ ନେଇ ବ୍ୟବସାୟୀଙ୍କ ଠାରୁ ସାଧାରଣ ଲୋକଙ୍କ ମଧ୍ୟରେ ରହିଛି ଉତ୍ସାହ । ଫେବ୍ରୁଆରୀ ୧ ତାରିଖରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଉପସ୍ଥାପନ କରିବେ ।