Loading...

ଏଣିକି ଦଶମ ଓ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ବୋର୍ଡ ପରୀକ୍ଷାରେ ଡିଭିଜନ ବା ଡିଷ୍ଟିନକ୍ସନ ଦେବନି ସିବିଏସଇ

ଏଣିକି ଦଶମ ଓ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ବୋର୍ଡ ପରୀକ୍ଷାରେ ଡିଭିଜନ ବା ଡିଷ୍ଟିନକ୍ସନ ଦେବନି ସିବିଏସଇ

ଏଣିକି ଦଶମ ଓ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ବୋର୍ଡ ପରୀକ୍ଷାରେ ଡିଭିଜନ ବା ଡିଷ୍ଟିନକ୍ସନ ଦିଆଯିବ ନାହିଁ । ଯଦି କୌଣସି ଉଚ୍ଚ ଶିକ୍ଷାନୁଷ୍ଠାନ ବା ରୋଜଗାର ପାଇଁ ମାର୍କ ପ୍ରତିଶତ ଆବଶ୍ୟକ, ତେବେ ଆଡମିସନ୍ ଗ୍ରାଣ୍ଟ ଇନଷ୍ଟିଚ୍ୟୁଟ୍ କିମ୍ବା ନିଯୁକ୍ତିଦାତା ନିଜେ ହିସାବ କରିପାରିବେ ।"

ଆଜି ପୂର୍ବାହ୍ନରେ ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀଓ ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ଫଳ

ଆଜି ପୂର୍ବାହ୍ନରେ ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀଓ ଦଶମ ଶ୍ରେଣୀ ପରୀକ୍ଷାର୍ଥୀଙ୍କ ଫଳ

ପରୀକ୍ଷାର୍ଥୀମାନେ ‘results.cbse.nic.in’ ଓ ‘cbseresults.nic.in’ ମାଧ୍ୟମରେ ସେମାନଙ୍କ ଫଳ ଜାଣିପାରିବେ।  ଏଥିସହ ଡିଜିଲକର୍‌ ଓ ଉମଙ୍ଗ୍‌ ଆପ୍‌, ଆଇଭିଆରଏସ୍‌ ଓ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ବି ପରୀକ୍ଷା ଫଳ ଉପଲବ୍ଧ ହେବ।