News

ଆଜି ଓଡ଼ିଶା, ଛତିଶଗଡ଼ ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ENO Beuro
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ । ଓଡ଼ିଶାର ତାଳଚେରଠାରେ ସେ ତାଳଚେର ସାର କାରଖାନାର ପୁନରୁଦ୍ଧାର କାର୍ଯ୍ୟକ୍ରମକୁ ଫଳକ ଉନ୍ମୋଚନ ପୂର୍ବକ ଶୁଭାରମ୍ଭ କରିବେ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More