News

ସାମ୍ବାଦିକ ଜ୍ୟୋତିର୍ମୟ ଦେ ହତ୍ୟାକାଣ୍ଡ : ଛୋଟା ରାଜନଙ୍କୁ ଆଜୀବନ କାରାଦଣ୍ଡ

Krishna Kumar Manoj
ମୃତ୍ୟୁ ପର୍ଯ୍ୟନ୍ତ ଜେଲରେ ରହିବ ଡନ୍ ବହୁ ଚର୍ଚ୍ଚିତ ସାମ୍ବାଦିକ ଜ୍ୟୋତିର୍ମୟ ଦେ ହତ୍ୟା ମାମଲା । ମୁମ୍ବାଇ ମକୋକା କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଣ୍ଡରୱାର୍ଲ୍ଡ ଡନ୍ ଛୋଟା ରାଜନକୁ ଆଜୀବନ କାରାଦଣ୍ଡାଦେଶ ।

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More