Loading...

ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଖରାଛୁଟି ବାତିଲ ହେବାନେଇ ଆଶଙ୍କା

ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଖରାଛୁଟି ବାତିଲ ହେବାନେଇ ଆଶଙ୍କା

ପାଠପଢ଼ା ଗୁରୁତ୍ୱ ଦୃଷ୍ଟିରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ଶିକ୍ଷାଦାନ ସକାଳ ସମୟରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଜାରି ରଖିବା ପାଇଁ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ଦାବି କରାଯାଇଛି।