Loading...

ଆଜି କଟକର ନେତାଜୀ ବସ୍ ଟର୍ମିନାଲ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ ନବୀନ

ଆଜି କଟକର ନେତାଜୀ ବସ୍ ଟର୍ମିନାଲ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେ ନବୀନ

ଆଲୋକ ମାଳାରେ ସଜେଇ ହୋଇଛି କଟକ ନେତାଜୀ ବସ ଟର୍ମିନାଲ । ଆଜି ଅପରାହ୍ନରେ ୯୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ରାଜ୍ୟର ଏହି ଅତ୍ୟାଧୁନିକ ବସ୍‌ ଟର୍ମିନାଲକୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ କରିବେମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ.

ସରିଲା ନାମଲେଖା, ଆଜି ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ସରିଲା ନାମଲେଖା, ଆଜି ଓଡ଼ିଆ ବିଶ୍ୱବିଦ୍ୟାଳୟ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ଓଡ଼ିଆ ବିଶ୍ବବିଦ୍ୟାଳୟରେ ପ୍ରଥମ ବର୍ଷ ଛାତ୍ରଙ୍କ ନାମଲେଖା ଶେ‌ଷ ହୋଇଛି।ଆଜିଠୁ ଆନୁଷ୍ଠାନିକ ଭାବେ ଓଡ଼ିଆ ବିଶ୍ୱବିଦ୍ୟାଳୟ ଆରମ୍ଭ ହେବ।

ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ସଂଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି।