• Home
  • CM Naveen Pattnaik orders Judicial Inquire of Ratna Bhandara Key Missing
News

ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି କୁଆଡ଼େ ଗଲା ? ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

Krishna Kumar Manoj
୩ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ କେଉଁ ପରିସ୍ଥିତିରେ ପୁରୀ ଜଗନ୍ନାଥ ମନ୍ଦିରରେ ଥିବା ରତ୍ନଭଣ୍ଡାରର ଚାବି ହଜିଲା ତା’ର ବିଚାର ବିଭାଗୀୟ ତଦନ୍ତ କରାଇବାକୁ ଆଦେଶ ଦେଇଛନ୍ତି

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More