News

ଖାଦ୍ୟ ସୁରକ୍ଷା ଆଇନରେ ହିତାଧିକାରୀଙ୍କ ବୃଦ୍ଧି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ !

ENO Beuro
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଜନସଂଖ୍ୟା ବୃଦ୍ଧି ପାଇଛି। ତେଣୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା(ଏନ୍‌ଏଫ୍‌ଏସ୍‌ଏ)ର ହିତାଧିକାରୀ ସଂଖ୍ୟା ବୃଦ୍ଧି କରିବାର ଆବଶ୍ୟକତା ରହିଛି।ଓଡ଼ିଶା ପାଇଁ ଅତିରିକ୍ତ ୩୪.୪୪ ଲକ୍ଷ ହିତାଧିକାରୀ ଅନୁମୋଦନ

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More