Loading...

ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି, ପ୍ରାଇଭେଟ୍ ଡିଗ୍ରୀ ଓ ପ୍ରଫେସନାଲ କଲେଜ ଖୋଲିବାକୁ ଅନୁମତି

ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି, ପ୍ରାଇଭେଟ୍ ଡିଗ୍ରୀ ଓ ପ୍ରଫେସନାଲ କଲେଜ ଖୋଲିବାକୁ ଅନୁମତି

ପାଞ୍ଚ ବର୍ଷିଆ କଟକଣା ପରେ ରାଜ୍ୟରେ ପୁଣି ଘରୋଇ ଡିଗ୍ରୀ ଓ ବୈଷୟିକ କଲେଜ୍ ଖୋଲିବା ଲାଗି ସରକାରଙ୍କ ନିଷ୍ପତ୍ତିକୁ ନେଇ ବିତର୍କ । ଏହା ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ନେଇ ନିଷ୍ପତ୍ତି ନା କିଛି ଗୋଷ୍ଠୀଙ୍କ ସ୍ୱାର୍ଥ ରକ୍ଷା ଲାଗି ପଦକ୍ଷେପ ତାକୁ ନେଇ ଉଠିଛି ପ୍ରଶ୍ନ ।