News

ପ୍ରଧାନମନ୍ତ୍ରୀ ଗସ୍ତ ପାଇଁ କମିଶନରେଟ୍ ପୁଲିସର ପ୍ରସ୍ତୁତି , ଜଗିବେ ୯୦ ପ୍ଲାଟୁନ୍‌ ଫୋର୍ସ !

ENO Beuro
ସୁରକ୍ଷା ବଳୟରେ ବିମାନବନ୍ଦର ଏବଂ ନରାଜଠାରୁ ବାଲିଯାତ୍ରା ପଡ଼ିଆ ଦୁଇଦିନ ପରେ ଦିନିକିଆ ଓଡିଆ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଥିପାଇଁ କମିଶନରେଟ୍ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପ୍ରସ୍ତୁତି ଆରମ୍ଭ ହୋଇଛି

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More