Loading...

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଦେଲା ଅନୁମତି

୬ରୁ ୧୨ ବର୍ଷ ପିଲାଙ୍କୁ କୋଭାକ୍ସିନ ଟିକା ଦେବାକୁ ଡିସିଜିଆଇ ଦେଲା ଅନୁମତି

୬ରୁ ୧୨ ବର୍ଷ ପିଲାଙ୍କୁ ଦିଆଯିବ କୋଭାକ୍ସିନ ଟିକା । ଟିକାର ଜରୁରୀକାଳିନ ବ୍ୟବହାର ପାଇଁ ଅନୁମତି ଦେଇଛି ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ (ଡିସିଜିଆଇ)।ଭାରତ ବାୟୋଟେକ ପକ୍ଷରୁ ପ୍ରସ୍ତୁତ ହେଉଛି କୋଭାକ୍ସିନ ଟିକା।