ନ୍ୟୁଜ୍ ଏଣିକି କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପଢ଼ିବେ କୋଭିଡ ଅନାଥ 26 Apr, 2022 12 mins read 1,164 views କରୋନାରେ ବାପା, ମା’ଙ୍କୁ ହରାଇ ଅସହାୟ ହୋଇ ପଡିଥିବା ଅନାଥ ଶିଶୁଙ୍କ ପାଇଁ ପାଠ ପଢିବାର ସୁଯୋଗ ସୃଷ୍ଟି କରିଛନ୍ତି ସରକାର । ଏଥିପାଇଁ ଶିକ୍ଷା ବ୍ୟବସ୍ଥାରେ ଲାଗୁ ହୋଇଛି ନୂଆ ନିୟମ ।